ବାତ୍ୟା କ୍ଷୟକ୍ଷତିର ଅନୁଧ୍ୟାନ କରିବାକୁ ଆଜି ଓଡ଼ିଶା ଆସୁଛି କେନ୍ଦ୍ରୀୟ ଟିମ୍

ଭୁବନେଶ୍ୱର: ବାତ୍ୟା ‘ଫୋନି’ରେ ହୋଇଥିବା କ୍ଷୟକ୍ଷତିର ଅନୁଧ୍ୟାନ କରିବାକୁ ଆଜି ଓଡ଼ିଶା ଆସୁଛି କେନ୍ଦ୍ରୀୟ ଟିମ୍। ବାତ୍ୟା ପୁନରୁଦ୍ଧାର ପ୍ରସଙ୍ଗରେ କେନ୍ଦ୍ର କ୍ୟାବିନେଟ ସଚିବଙ୍କ ସମୀକ୍ଷା ବୈଠକ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ସୂଚନା ଦେଇଛନ୍ତି।

କେନ୍ଦ୍ର ଶକ୍ତି ସଚିବଙ୍କ ନେତୃତ୍ୱରେ ଏହି ଟିମ୍ ଓଡ଼ିଶା ଆସୁଛନ୍ତି। ଏହି ଟିମ୍‌ରେ ଟେଲିକମ୍‌, ବ୍ୟାଙ୍କିଙ୍ଗ ବ୍ୟାପାର ସଚିବ ଓ ଅଧିକାରୀ ମଧ୍ୟ ସାମିଲ ହୋଇଛନ୍ତି। ଆସନ୍ତା ସପ୍ତାହରେ ଗୃହ ବିଭାଗର ଏକ ଟିମ୍ ମଧ୍ୟ ଓଡ଼ିଶା ଆସିବ। ନୂଆଦିଲ୍ଲୀରେ ଅନୁଷ୍ଠିତ ବୈଠକରେ ‘ଫୋନି’ କ୍ଷୟକ୍ଷତି ନେଇ ବିସ୍ତୃତ ଆଲୋଚନା ହୋଇଛି।

ଆହୁରି ପଢ଼ନ୍ତୁ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

ଭୁବନେଶ୍ୱରରୁ ୩୨୯ ପଜିଟିଭ ଚିହ୍ନଟ ଓ ୩୯୫ ସୁସ୍ଥ

ହାଇକୋର୍ଟରେ ମାମଲା ଦାୟର କଲେ ସମ୍ବିତ ପାତ୍ର

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

କରୋନା ସଂକ୍ରମଣ ଭିତରେ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ

You might also like