ବାତ୍ୟା ‘ଅମ୍ପନ୍‌’ ପାଇଁ ଓଡ଼ିଶାକୁ କେନ୍ଦ୍ରର ସହାୟତା ଘୋଷଣା

ନୂଆଦିଲ୍ଲୀ/ଭୁବନେଶ୍ୱର: ବାତ୍ୟା ‘ଅମ୍ପନ୍‌’ ପାଇଁ ଓଡ଼ିଶାକୁ କେନ୍ଦ୍ର ସହାୟତା ଘୋଷଣା କରିଛି। ୧୨୮ କୋଟି ୨୩ ଲକ୍ଷ ଟଙ୍କାର ଅତିରିକ୍ତ ସହାୟତା ଘୋଷଣା କରିଛନ୍ତି କେନ୍ଦ୍ର ସରକାର।

କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ କମିଟିରେ ଏହି ସହାୟତା ରାଶିକୁ ଅନୁମୋଦନ ମିଳିଛି। ଓଡ଼ିଶା ସମେତ ୬ଟି ରାଜ୍ୟକୁ ଦୁର୍ବିପାକ ସହାୟତା ଘୋଷଣା କରାଯାଇଛି। ଏହି ୬ ରାଜ୍ୟ ହେଲା ଓଡ଼ିଶା, ପଶ୍ଚିମବଙ୍ଗ, କର୍ଣ୍ଣାଟକ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର ଓ ସିକିମ୍।

ମୋଟ ୪ ହଜାର ୩ ଶହ ୮୧ କୋଟି ୮୮ ଲକ୍ଷର ଅତିରିକ୍ତ ସହାୟତା ଘୋଷଣା କରାଯାଇଛି। ପଶ୍ଚିମବଙ୍ଗକୁ ସର୍ବାଧିକ ୨୭ ଶହ ୭ କୋଟି ୭୭ ଲକ୍ଷ ଟଙ୍କାର ସହାୟତା ମିଳିବ। ବାତ୍ୟା ଅମ୍ପନ, ନିସର୍ଗ ସହ ବନ୍ୟା ଓ ଭୂସ୍ଖଳନ ସହାୟତା ଘୋଷଣା କରାଯାଇଛି।

ଆହୁରି ପଢ଼ନ୍ତୁ

କମୁନି କରୋନା ପ୍ରଭାବ; ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୩୦, ଆଖି ବୁଜିଲେ ୧୬

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ପାଇଁ ପ୍ରସ୍ତାବ

‘ମୋ ବାପାଙ୍କୁ ଅଫିସରେ ଡିଏମ୍‌ ବହୁତ ମାନସିକ ନିର୍ଯାତନା ଦେଉଥିଲେ’

ନଦୀ ଘାଟରେ ଡଙ୍ଗା ଭସାଇବା ମନା

୬ ବର୍ଷ ବିତିଯାଇଥିଲେ ବି ବ୍ୟାରେଜ କାମ ଆଗୋଉନଥିବା ଅଭିଯୋଗ

୭ ଜଣଙ୍କ ଉପରେ ଚଢାଇଦେଇ ଚାଲିଗଲା ଡମ୍ପର

ବିଧାନସଭାରେ ଉଠିଲା ନୟାଗଡ଼ର ପରୀ ହତ୍ୟା ପ୍ରସଙ୍ଗ

ବିଧାନସଭାରେ ପୁରୀ ପୂର୍ବତନ ଏସ୍‌ପିଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ ଆଣିଲା କଂଗ୍ରେସ୍‌

ପରୀ ହତ୍ୟା ମାମଲା; ମନ୍ତ୍ରୀ ଅରୁଣ ସାହୁଙ୍କୁ ନେଇ ଉଠିଲା ପ୍ରଶ୍ନ

IIFL ଲୁଟ୍ ଘଟଣାର ପର୍ଦ୍ଦାଫାସ୍,‌ ମାଷ୍ଟରମାଇଣ୍ଡ ଆଉ କେହି ନୁହେଁ କମ୍ପାନୀର..

୨ ଦିନ ପରେ ନାଗାର୍ଜୁନ ବେଶ

‘ଝିଅକୁ ମାରିବାରେ ଅରୁଣ ସାହୁଙ୍କ ହାତ ଅଛି’

You might also like