ଛତ୍ରପୁର SDPO ଓ IICଙ୍କୁ କରୋନା

ଗଞ୍ଜାମ: ପୁଣି ଆଉ ଦୁଇ କରୋନା ଯୋଦ୍ଧା ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଗଞ୍ଜାମ ଜିଲ୍ଲା ଛତ୍ରପୁର SDPO ଓ IIC କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଗଞ୍ଜାମ ଏସ୍‌ପି ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି। ଏହାସହ ସେମାନଙ୍କର ଶୀଘ୍ର ଆରୋଗ୍ୟ ମଧ୍ୟ କାମନା କରିଛନ୍ତି।

ସୂଚନାଥାଉ କି, ନର୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର(CHC)ର ୨ ଜଣ ମହିଳା ଡାକ୍ତର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ କଳାହାଣ୍ଡି ସିଡିଏମ୍‌ଓ ସୂଚନା ଦେଇଛନ୍ତି। ଜଣେ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଦୁଇ ଡାକ୍ତର ସଂକ୍ରମିତ ହୋଇଥିବା ସୂଚନା ମିଳିଛି।

ରାଜ୍ୟରେ ଆଉ ୨୨୫ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୬ ଜିଲ୍ଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆହୁରି ମଧ୍ୟ ପଢ଼ନ୍ତୁ: ଭାଙ୍ଗିଲା ରେକର୍ଡ: ଆଜି ସର୍ବାଧିକ ୨୨୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ଆହୁରି ପଢ଼ନ୍ତୁ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

You might also like