ବିନା ଭକ୍ତରେ ପାଳନ ହେବ ଛତର ଯାତ୍ରା

ଭବାନୀପାଟଣା: କରୋନା ପାଇଁ ଫିକା ପଡିବ ଛତର ଯାତ୍ରା। ଏଥର ବିନା ଭକ୍ତରେ ପାଳନ ହେବ କଳାହାଣ୍ଡିର ଅଧିଷ୍ଠାତ୍ରୀ ମାଣିକେଶ୍ୱରୀଙ୍କ ଛତର ଯାତ୍ରା। କରୋନା ମାର୍ଗଦର୍ଶିକା ଅନୁସାରେ ପୂଜାରୀ ଓ ସହଯୋଗୀଙ୍କୁ ନେଇ ମାଆଙ୍କ ଛତର ନିର୍ଧାରିତ ସମୟରେ ମନ୍ଦିରରେ ପହଞ୍ଚିବ। ଏନେଇ କଳାହାଣ୍ଡି ଜିଲ୍ଲାପାଳ ଗାଭଲି ପରାଗ ହର୍ଷଦ ସୂଚନା ଦେଇଛନ୍ତି।

ଅକ୍ଟୋବର ୨୪ ତାରିଖରେ ଅନୁଷ୍ଠିତ ହେବ ମାଣିକେଶ୍ୱରୀଙ୍କ ଛତର ଯାତ୍ରା। ସେଥିପାଇଁ କଳାହାଣ୍ଡି ଜିଲ୍ଲାପାଳ ଗାଭଲି ପରାଗ ହର୍ଷଦଙ୍କ ଅଧ୍ୟକ୍ଷତାରେ ଆଜି ଏକ ପ୍ରସ୍ତୁତି ବୈଠକ ବସିଥିଲା।

କରୋନା ମହାମାରୀ ସମଗ୍ର ବିଶ୍ୱକୁ କବଳିତ କରିଥିବା ବେଳେ ଭବନୀପାଟଣା ସହରକୁ ଏହି ରୋଗ ଦାଉରୁ କିଭଳି ବଞ୍ଚାଇହେବ ସେ ନେଇ ପ୍ରଥମେ ଆଲୋଚନା ହୋଇଥିଲା।

ପରେ ଛତର ଯାତ୍ରା ଉପରେ ଆଲୋଚନା ହୋଇଥିଲା। କରୋନା କଟକଣା ଓ ହାଇକୋର୍ଟରେ ଜାରି ହୋଇଥିବା ପଶୁ ବଳି କଟକଣା ଯୋଗୁ ଚଳିତବର୍ଷ ବିନା ଭକ୍ତରେ ଛତର ଯାତ୍ରା କରିବାକୁ ନିଷ୍ପତ୍ତି ହୋଇଥିଲା।

ଆହୁରି ପଢ଼ନ୍ତୁ

ପୋଲିସ ପଞ୍ଝାରେ କଫ୍ ସିରପ୍ ମାଫିଆ ଜଗା, ୧୮ ଶହ ବୋତଲ ଜବତ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

You might also like