ନିର୍ବାଚନ ପୂର୍ବରୁ ରାଜ୍ୟ ସରକାରଙ୍କ ଆଉ ଏକ ଘୋଷଣା
ଭୁବନେଶ୍ୱର : ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାରଙ୍କ ଆଉ ଏକ ଘୋଷଣା। ରାଜ୍ୟର ଅଧିକ ୫ ଲକ୍ଷ ହିତାଧିକାରୀଙ୍କୁ ମିଳିବ ବାର୍ଦ୍ଧକ୍ୟ ଭତ୍ତା। ଆଜି ଏନେଇ ବିଧିବଦ୍ଧ ଭାବେ ସଚିବାଳୟରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଣିକି ମାସିକ ପାଉଥିବା ୩ ଶହ ଏବଂ ୫ ଶହ ଟଙ୍କା ଲେଖାଏ ବାର୍ଦ୍ଧକ୍ୟ ଭତ୍ତା ଅଧିକ ୫ ଲକ୍ଷ ହିତାଧିକାରୀଙ୍କୁ ମିଳିବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।
ଭୁବନେଶ୍ୱର : ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାରଙ୍କ ଆଉ ଏକ ଘୋଷଣା। ରାଜ୍ୟର ଅଧିକ ୫ ଲକ୍ଷ ହିତାଧିକାରୀଙ୍କୁ ମିଳିବ ବାର୍ଦ୍ଧକ୍ୟ ଭତ୍ତା। ଆଜି ଏନେଇ ବିଧିବଦ୍ଧ ଭାବେ ସଚିବାଳୟରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ଏଣିକି ମାସିକ ପାଉଥିବା ୩ ଶହ ଏବଂ ୫ ଶହ ଟଙ୍କା ଲେଖାଏ ବାର୍ଦ୍ଧକ୍ୟ ଭତ୍ତା ଅଧିକ ୫ ଲକ୍ଷ ହିତାଧିକାରୀଙ୍କୁ ମିଳିବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।