• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Odishatv Bureau

ଭୁବନେଶ୍ୱର: ଏଥର ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭର୍ଚୁଆଲ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାଲେଶ୍ୱର ଏବଂ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନ ପାଇଁ ନବୀନ ଏହି ପ୍ରଚାର କରିବେ।

ଆସନ୍ତାକାଲି ଜଗତସିଂହପୁରର ତିର୍ତ୍ତୋଲ ଏବଂ ଆସନ୍ତା ୨୯ରେ ବାଲେଶ୍ୱର ସଦର ବିଧାନସଭା ଆସନ ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ। ନଭେମ୍ବର ୩ରେ ତିର୍ତ୍ତୋଲ ଏବଂ ବାଲେଶ୍ୱର ସଦର ଆସନରେ ଉପନିର୍ବାଚନ ହେବ। ନଭେମ୍ବର ୧୦ରେ ଉଭୟ ନିର୍ବାଚନ ମଣ୍ଡଳିର ଭୋଟ ଗଣତି ହେବ।

ସେପଟେ ପ୍ରଚାର ପାଇଁ ମଝିରେ ଆଉ ମାତ୍ର ଦିନ କେଇଟା ବାକି ଅଛି। ଏଥିପାଇଁ ତିନି ପ୍ରମୁଖ ଦଳର କ୍ୟାମ୍ପେନିଂ ଜୋରସୋରରେ ଚାଲିଛି।

Chief-minister-campeigns-in-virtual-way-for-election
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories