• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Ranjeet Kumar Jena

ଭୁବନେଶ୍ୱର: ବିଲରେ ଚାଷ କରି ଚର୍ଚ୍ଚାକୁ ଆସିଥିବା ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭୁରିଭୁରି ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗତକାଲି ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ଟ୍ୱିଟ୍ କରି ଓଡ଼ିଶାର ବିଧାୟକ ମନୋହରଙ୍କୁ ପ୍ରଶଂସା କରିଥିଲେ। ତେବେ ତାଙ୍କର ଏହି ଟ୍ୱିଟ୍ ଉପରେ ମୁଖ୍ୟମନ୍ତ୍ରୀ ରିଟ୍ୱିଟ୍ କରିଛନ୍ତି।

https://twitter.com/Naveen_Odisha/status/1295930614881779713?s=20

ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ଲେଖିଛନ୍ତି, ବିଧାୟକ ମନୋହର ରନ୍ଧାରୀ କୃଷି ପ୍ରତି ନିଜର ପ୍ରତିବଦ୍ଧତା ଏବଂ କୃଷି କ୍ଷେତ୍ରରେ କାର୍ଯ୍ୟ ପାଇଁ ଗର୍ବିତ। ଗତକାଲି ଉପରାଷ୍ଟ୍ରପତି ଟ୍ୱିଟ୍ କରିଥିଲେ ଯେ 'ଓଡ଼ିଶାର ବିଧାୟକ ମନୋହର ରନ୍ଧାରୀ ବର୍ଷକୁ ଦୁଇ ମାସ ତାଙ୍କ ଧାନ କ୍ଷେତରେ କାମ କରନ୍ତି। ସେ କୁହନ୍ତି, ଯୁବକମାନେ କ୍ଷେତରେ କାମ କରିବାକୁ କୁଣ୍ଠାବୋଧ ପ୍ରକାଶ କରିବା ଅନୁଚିତ।'

Chief-minister-of-odisha-praised-the-mlas-for-farming-work
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories