ପୋଲିସ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ପୋଲିସ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ରାଜ୍ୟରେ କୋଭିଡ୍ ସହ ଲଢେଇ କରୁଥିବା ପୋଲିସ୍ କର୍ମଚାରୀଙ୍କ ଏହି ସମୟରେ ସେମାନଙ୍କ ମୃତ୍ୟୁ ହେଲେ ୫୦ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏନେଇ ପୋଲିସ ଡିଜି ଅଭୟ ଟ୍ୱିଟ୍ ଜରିଆରେ ସେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି। ଅନ୍ୟମାନଙ୍କ ଭଳି ରାଜ୍ୟର ପୋଲିସ କର୍ମଚାରୀମାନେ ବି କୋଭିଡ ସହ ଲଢେଇ କରିବାରେ ଆଗଧାଡ଼ିରେ ରହୁଥିବାରୁ ଏହି ଘୋଷଣା କରିଛନ୍ତି ରାଜ୍ୟ ସରକାର।
ପୋଲିସ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ରାଜ୍ୟରେ କୋଭିଡ୍ ସହ ଲଢେଇ କରୁଥିବା ପୋଲିସ୍ କର୍ମଚାରୀଙ୍କ ଏହି ସମୟରେ ସେମାନଙ୍କ ମୃତ୍ୟୁ ହେଲେ ୫୦ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି।
ଏନେଇ ପୋଲିସ ଡିଜି ଅଭୟ ଟ୍ୱିଟ୍ ଜରିଆରେ ସେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି। ଅନ୍ୟମାନଙ୍କ ଭଳି ରାଜ୍ୟର ପୋଲିସ କର୍ମଚାରୀମାନେ ବି କୋଭିଡ ସହ ଲଢେଇ କରିବାରେ ଆଗଧାଡ଼ିରେ ରହୁଥିବାରୁ ଏହି ଘୋଷଣା କରିଛନ୍ତି ରାଜ୍ୟ ସରକାର।