୭ମ ଚିଲିକା ମହୋତ୍ସବ ଉଦ୍‌ଘାଟିତ

ବ୍ରହ୍ମଗିରି : ଚିଲିକା ସାତପଡ଼ାରେ ଉଦ୍‌ଘାଟିତ ହୋଇଯାଇଛି ୭ମ ଚିଲିକା ମହୋତ୍ସବ। ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଏହି ମହୋତ୍ସବ ଆୟୋଜିତ ହୋଇଛି। ଉଦଘାଟନୀ ଉତ୍ସବରେ ରାଜ୍ୟପାଳ ଗଣେଶୀ ଲାଲ୍‌ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।

ଏହି ଅବସରରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମକୁ ମନଭରି ଉପଭୋଗ କରିଥିଲେ ଦର୍ଶକ।

You might also like