ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ କିରାଣି ଗିରଫ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଦୁର୍ଗୀ ହାଇସ୍କୁଲର ଜଣେ ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ଜଣେ କିରାଣିଙ୍କୁ ଗିରଫ କରାଯାଇଛି। ଗିରଫ କିରାଣିଙ୍କ ନାଁ ସତ୍ୟନାରାୟଣ ବିଶୋୟୀ।

ସୂଚନା ଅନୁସାରେ, ସତ୍ୟନାରାୟଣ, ଉକ୍ତ ଶିକ୍ଷୟିତ୍ରୀଙ୍କୁ ବିଭିନ୍ନ କାମର ଆଳ ଦେଖାଇ ଘରକୁ ଡାକିବା ସହ ଫୋନ୍ ଯୋଗେ ଅଶ୍ଳୀଳ ମନ୍ତବ୍ୟ ଦେଉଥିଲେ। ଏନେଇ ଶିକ୍ଷୟିତ୍ରୀ ଜଣକ ପ୍ରଥମେ ଜିଲ୍ଲାପାଳଙ୍କ ନିକଟରେ ଓ ପରେ ଥାନାରେ ଅଭିଯୋଗ କରିିଥିଲେ। ଏହି ମାମଲାରେ ରାୟଗଡ଼ା ପୁଲିସ୍‌ ସତ୍ୟନାରାୟଣଙ୍କ ଗିରଫ କରି ଘଟଣାର ତଦନ୍ତ କରୁଛି।

ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ଏହା ତାଙ୍କ ବିରୋଧରେ ଚକ୍ରାନ୍ତ ବୋଲି ସତ୍ୟନାରାୟଣ କହିଛନ୍ତି।

ଆହୁରି ପଢ଼ନ୍ତୁ

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

You might also like