• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Chandan Shishu

ଭୁବନେଶ୍ୱର: ପ୍ରବାସୀମାନେ ଫେରିବା ସମ୍ଭାବନା ଥିବାରୁ ପ୍ରସ୍ତୁତ ରୁହ। କୋଭିଡ଼ ସମୀକ୍ଷା ବୈଠକରେ  ଜିଲ୍ଲାପାଳମାନଙ୍କୁ ପ୍ରସ୍ତୁତ ରହିବାକୁ କହିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଭିନ୍ନ ରାଜ୍ୟରେ ଲକଡାଉନ ଲାଗୁ ହେଲାଣି, ପ୍ରବାସୀ ଫେରିପାରନ୍ତି। ଡାଟାବେସ୍ ସହ ପୂର୍ବ ପ୍ରୋଟୋକଲ ଲାଗୁ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଫେରନ୍ତା ସମସ୍ତ ପ୍ରବାସୀଙ୍କ କ୍ୱାରେଣ୍ଟିନ ଓ ଟେଷ୍ଟିଂ ପାଇଁ ବି ନିର୍ଦ୍ଦେଶ ଦିଆଯାଇଛି। କୋଭିଡ଼ ଶଯ୍ୟା ସଂଖ୍ୟା ବୃଦ୍ଧି ସହ ଅକ୍ଦିଜେନ ବ୍ୟବସ୍ଥା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଆମ ପ୍ରସ୍ତୁତି ଅତି ଖରାପ ପରିସ୍ଥିତି ପର୍ଯ୍ୟନ୍ତ ହେବା ଦରକାର। ସବୁ ଆକ୍ରାନ୍ତ ଯେଭଳି ଚିକିତ୍ସା ସୁବିଧା ପାଇବେ କହିଲେ ମୁଖ୍ୟମନ୍ତ୍ରୀ କହିଛନ୍ତି। ପ୍ରବାସୀମାନେ ଫେରିବା ସମ୍ଭାବନା ଥିବାରୁ ପ୍ରସ୍ତୁତ ରହିବାକୁ ସେ କହିଛନ୍ତି।

ପଯର୍ୟାପ୍ତ ଔଷଧ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏବେ ଯଥେଷ୍ଟ ଔଷଧ ଥିଲେ ବି ଭବିଷ୍ୟତ ପାଇଁ ପର୍ଯ୍ୟାପ୍ତ ମହଜୁଦ ରଖିବା ପାଇଁ କୁହାଯାଇଛି। ଲୋକମାନଙ୍କୁ ସହଯୋଗ ପାଇଁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଲକଡାଉନ ଟାଳିବାକୁ ଲୋକଙ୍କ ସହଯୋଗ କାମନା କରିଛନ୍ତି। ରାଜ୍ୟ ସ୍ୱାର୍ଥ ପାଇଁ ଆମେ ବିନା ଲକଡାଉନରେ କରୋନା ଟାଳିବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Cm-naveen-patnaik-asks-collectors-to-step-up-preparations-of-return-of-migrants
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories