ମୁଖ୍ୟମନ୍ତ୍ରୀଙ୍କ ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ମାରାଥନ ପ୍ରଚାର

ଜଗତସିଂହପୁର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ମାରାଥନ ପ୍ରଚାର। ଜଗତସିଂହପୁର ବାଲିକୁଦା-ଏରସମା ନିର୍ବାଚନମଣ୍ଡଳୀରେ ପ୍ରଚାର ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଗୋଡ଼ା କଲେଜ ଗ୍ରାଉଣ୍ଡରେ ଆୟୋଜିତ ସାଧାରଣ ସଭାରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ସେ ପୁଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି।

ବିଜେପି ପାଇଁ ଓଡ଼ିଶା ବାସୀଙ୍କ ଭୋଟ୍‌ ମୂଲ୍ୟବାନ, ଓଡିଶାବାସୀ ନୁହଁନ୍ତି ବୋଲି ନବୀନ କହିଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ ବନ୍ୟା ବାତ୍ୟା ସମୟରେ ଆନ୍ଧ୍ର, ଗୁଜରାଟ ଓ ବିହାର ଯାଇଥିଲେ ମଧ୍ୟ ହୁଡହୁଡ ହେଉକି ତିତଲି ବାତ୍ୟା ସମୟରେ ଓଡିଶା ଆସି ନ ଥିଲେ ବୋଲି କହିଛନ୍ତି।

ଗୋଡ଼ା ସଭା ପରେ ନବୀନ ମହାକାଳପଡାରେ ରୋଡ୍ ଶୋ କରିଥିଲେ। କେନ୍ଦ୍ରାପଡ଼ା ଟାଉନରେ ମଧ୍ୟ ନବୀନଙ୍କ ରୋଡ୍‌ ଶୋ କାର୍ଯ୍ୟକ୍ରମ ରହିଛି।

ଆହୁରି ପଢ଼ନ୍ତୁ

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

You might also like