ଜୟପୁରରେ ମୁଖ୍ୟମନ୍ତ୍ରୀଙ୍କ ବିମାନର ଜରୁରୀ ଅବତରଣ

ଜୟପୁର : ଜୟପୁରରେ ମୁଖ୍ୟମନ୍ତ୍ରୀଙ୍କ ବିମାନର ଜରୁରୀ ଅବତରଣ। ଜୟପୁର ଏୟାର ଷ୍ଟ୍ରୀପ୍‌ରେ ଜରୁରୀ ଅବତରଣ କଲା ବିମାନ। ଲାଞ୍ଜିଗଡ଼ରେ ଓହ୍ଲାଇବା ପରିବର୍ତ୍ତେ ଜୟପୁରରେ ଓହ୍ଲାଇଲା ବିମାନ।

ଆଜି ରାୟଗଡ଼ା ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।  ଲାଞ୍ଜିଗଡ଼ରେ ଓହ୍ଲାଇ ହେଲିକପ୍ଟରରେ ରାୟଗଡ଼ା ଯାଇଥାନ୍ତେ। ଏବେ ଜୟପୁରରେ ହେଲିକପ୍ଟରକୁ ଅପେକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ। ଲାଞ୍ଜିଗଡ଼ରୁ ହେଲିକପ୍ଟର ଆସିବା ପରେ ରାୟଗଡ଼ା ଯିବେ। କଣ ପାଇଁ ଲାଞ୍ଜିଗଡ଼ରେ ବିମାନ ଅବତରଣ କରିପାରିଲାନି, ସେନେଇ କାରଣ ଅସ୍ପଷ୍ଟ ରହିଛି।

 

ଆହୁରି ପଢ଼ନ୍ତୁ

ପୋଲିସ ପଞ୍ଝାରେ କଫ୍ ସିରପ୍ ମାଫିଆ ଜଗା, ୧୮ ଶହ ବୋତଲ ଜବତ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

You might also like