ଗରିବଙ୍କୁ ଡରେଇ, ଧମକାଇ ଭୋଟ୍‌ ନେବାକୁ ଉଦ୍ୟମ କରୁଛନ୍ତି ମୁଖ୍ୟମନ୍ତ୍ରୀ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାର ହେଲେ ସମସ୍ତ ଜନ କଲ୍ୟାଣକାରୀ ଯୋଜନା ବନ୍ଦ ହୋଇଯିବ ବୋଲି ବିଜେଡି ଅପପ୍ରଚାର କରୁଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅଭିଯୋଗ କରିଛନ୍ତି।

ରାଜ୍ୟର ଗରିବ ଲୋକଙ୍କୁ ଡରେଇ, ଧମକାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୋଟ୍‌ ନେବାକୁ ଉଦ୍ୟମ କରୁଛନ୍ତି ବୋଲି ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି,ପ୍ରଧାନମନ୍ତ୍ରୀ ମୋଦି ଥିବା ଯାଏ ଦେଶରେ ଗରିବ ଲୋକଙ୍କର କେହି କ୍ଷତି କରିପାରିବେ ନାହିଁ।

ତେବେ ଏହାକୁ ନେଇ ବିଜେଡିର ପ୍ରତିକ୍ରିୟା ମିଳିପାରିନାହିଁ।

You might also like