କରୋନା ଆକ୍ରାନ୍ତ ବିଧାୟକଙ୍କୁ ଫୋନ୍‌ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କରୋନାରେ ଆକ୍ରାନ୍ତ ବିଧାୟକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟେଲିଫୋନ୍ ଯୋଗେ ନୀଳଗିରି ବିଧାୟକ ସୁକାନ୍ତ ନାୟକ ଓ ସାଲେପୁର ବିଧାୟକ ପ୍ରଶାନ୍ତ ବେହେରାଙ୍କ ସହ କଥା ହୋଇଛନ୍ତି। ଉଭୟ ବିଧାୟକଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।

ଏହାସହ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲ୍‌ରେ ଥିବା ଆକ୍ରାନ୍ତଙ୍କ ସହ କଥା ହୋଇଛନ୍ତି ନବୀନ। ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିବା ସହ ହସ୍ପିଟାଲ୍‌ର ପରିସ୍ଥିତି ଓ ଅନୁସଙ୍ଗିକ ସୁବିଧା ସୁଯୋଗ ବିଷୟରେ ସେ କଥା ହୋଇଥିଲେ।

ଏହାଛଡ଼ା କୋଭିଡ୍ ଯୋଦ୍ଧାଙ୍କ ସହ ବି ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି। ଟେଲିଫୋନ୍ ଯୋଗେ କଥା ହେବା ସହ ତାଙ୍କ ଅତୁଳନୀୟ ଅବଦାନକୁ ଭୁରୀ ଭୁରୀ ପ୍ରଶଂସା କରିଛନ୍ତି ନବୀନ।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like