NEET ଟପ୍ପର ସୋଏବଙ୍କ ସହ ଫୋନ୍‌ରେ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: NEET ଟପ୍ପର ଓଡ଼ିଆ ପୁଅ ସୋଏବ ଅଫତାବଙ୍କ ସହ ଫୋନ୍‌ରେ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

NEETରେ ସୋଏବଙ୍କ ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଏହାସହ ସୋଏବଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।

ସେହିପରି ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇ ଖୁସି ବ୍ୟକ୍ତ କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ସୋଏବ। NEET ପରୀକ୍ଷାରେ ଶତପ୍ରତିଶତ ନମ୍ବର ରଖି ଟପ୍ପର ହୋଇଛନ୍ତି ସୋଏବ। ୭୨୦ରୁ ୭୨୦ ମାର୍କ ରଖି ସର୍ବ ଭାରତୀୟ ସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି।

ପଢ଼ନ୍ତୁ: NEET ପ୍ରବେଶିକା ପରୀକ୍ଷାରେ ରେକର୍ଡ କଲେ ଓଡ଼ିଆ ଛାତ୍ର

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like