ବଡ଼ଚଣାରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଯାଜପୁର  : ଯାଜପୁର ବଡ଼ଚଣା ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ଆଜି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଥମେ ବଡ଼ଚଣା ବ୍ଲକ୍‌ର ଚଣ୍ଡିଖୋଲ ଠାରେ ପ୍ରାୟ ୫ଶହ କୋଟିରୁ ଅଧିକ ଟଙ୍କା ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଥିଲେ।

ଏହି  ଅବସରରେ ଆୟୋଜିତ ସାଧାରଣ ସଭାରେ ସେ  କାଳିଆ ଯୋଜନା ସମ୍ପର୍କରେ ଉପସ୍ଥିତ ଜନତାଙ୍କୁ ଅବଗତ କରିବା ସହ କେନ୍ଦ୍ର ସରକାରଙ୍କ ପିଏମ୍‌ କିଶାନ ଯୋଜନାକୁ ସମାଲୋଚନା କରିଥିଲେ। ରାଜ୍ୟର ସବୁ ବର୍ଗର ଚାଷୀଙ୍କୁ ଏହି ଯୋଜନାରେ ସାମିଲ କରିବାକୁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।

ଆହୁରି ପଢ଼ନ୍ତୁ

ଅଧ୍ୟାପକ ସ୍ୱାମୀଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା IIC

ମହଙ୍ଗା ପଡ଼ିଲା କ୍ଷମତାର ଅପବ୍ୟବହାର: ଆଦିବାସୀଙ୍କ ଘର ଭାଙ୍ଗିଥିବା ମହିଳା ସରପଞ୍ଚ ନିଲମ୍ବିତ

ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍, ୨ ମହିଳାଙ୍କ ସମେତ ଗ୍ରାହକ ଓ ହୋଟେଲ ମ୍ୟାନେଜର ଅଟକ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

ଶୁଦ୍ଧିକ୍ରିୟାରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

ନା ଥିଲା ମାସ୍କ ନା ଥିଲା ସାମାଜିକ ଦୂରତା: କରୋନା କଟକଣାକୁ ଫୁ’ କରି ଧୁମ୍‌ଧାମ୍‌ରେ ଚାଲିଥିଲା ବିଶ୍ୱକର୍ମା ଭସାଣ

SCB କୋଭିଡ୍‌ ୱାର୍ଡରେ‌ ଅବ୍ୟବସ୍ଥା ଘଟଣାର ତଦନ୍ତ କରିବ ୩ ଜଣିଆ କମିଟି

ତାଗିଦ ନାଁରେ ବ୍ୟବସାୟ ଉପରେ ଛାଟ !

You might also like