କଟକ ନରସିଂହପୁର ଗସ୍ତରେ ମୁଖ୍ୟମନ୍ତ୍ରୀ

କଟକ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଜିଲ୍ଲା ନରସିଂହପୁର ଗସ୍ତରେ ଆସି ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ୭୫ଟି ପଞ୍ଚାୟତରେ ୯୨୦ କୋଟି ଟଙ୍କା ବ୍ୟୟରେ ୩୦ଟି ପ୍ରକଳ୍ପ ଲାଗି ଉଦ୍‌ଘାଟନ ସହ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଚ୍ଚନାୟକ।

ଏହି ଅବସରରେ ଅଙ୍ଗନବାଡି କର୍ମୀ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟଙ୍କୁ ମୋବାଇଲ ଏବଂ ବିଭିନ୍ନ ଯୋଜନାର ହିତାଧିକାରୀଙ୍କୁ ସହାୟତା ପ୍ରଦାନ କରିଥିଲେ ମୁଖ୍ୟମନ୍ତ୍ରୀ।

ଆହୁରି ପଢ଼ନ୍ତୁ

You might also like