କାଲି ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କାଲି ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବନ୍ୟାଞ୍ଚଳ ପରିଦର୍ଶନ ପରେ ବରିଷ୍ଠ ଅଧିକାରୀଙ୍କ ସହ ବୈଠକ କରିବେ। ମୁଖ୍ୟମନ୍ତ୍ରୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ ନେଇ ମୁଖ୍ୟ ଶାସନ ସଚିବ ସୂଚନା ଅସିତ୍ ତ୍ରିପାଠୀ ଦେଇଛନ୍ତି।

ବନ୍ୟା ସ୍ଥିତି ନେଇ ମୁଖ୍ୟ ଶାସନ ସଚିବ କହିଛନ୍ତି ଯେ, ବ୍ରାହ୍ମଣୀ ସିଷ୍ଟମର ରେଙ୍ଗାଲି ଡ୍ୟାମର କେବଳ ୪ଟି ଗେଟ୍ ଖୋଲା ଯାଇଥିଲା। ମାତ୍ର ପ୍ରବଳ ବର୍ଷା ପାଇଁ ବରୀରେ ପ୍ରଭୂତ କ୍ଷତି ହୋଇଛି।

ଲଗାତର ୩ଟି ଲଘୁଚାପ ପାଇଁ ୫ଟି ନଦୀରେ ବନ୍ୟା ଆସିଛି। ମହାନଦୀ, ବ୍ରାହ୍ମଣୀ, ବୈତରଣୀ, ବୁଢ଼ାବଳଙ୍ଗ, ସୁବର୍ଣ୍ଣରେଖାରେ ବନ୍ୟା ସ୍ଥିତି ଉପୁଜିଛି। ମୁଣ୍ଡଳିରେ ହାଇ ଲେବଲ୍ ଫ୍ଲୋ ୨୪ ଘଣ୍ଟା ପଯର୍ୟନ୍ତ ରହିବ। କାଲି ୧୦ଟାରୁ ୧୧ଟା ଭିତରେ ପାଣିର ଫ୍ଲୋ କମିବ ବୋଲି ସଚିବ କହିଛନ୍ତି।

କେନ୍ଦ୍ରାପଡ଼ା ଜିଲ୍ଲାର ୩ଟି ବ୍ଲକ ପ୍ରଭାବିତ ହେବାର ଆଶଙ୍କା ରହିଛି। ଜଗତସିଂହପୁର, ପୁରୀ, କଟକର କିଛି ଅଂଶରେ ମଧ୍ୟ ପ୍ରଭାବ ପଡ଼ିବ। ପୁରୀ ଜିଲ୍ଲାରେ ଦେବୀ, ଭାର୍ଗବୀ ବିପଦ ସଂକେତ ଉପରେ ରହିଥିବା ସେ କହିଛନ୍ତି।

ଆହୁରି ପଢ଼ନ୍ତୁ

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

You might also like