କରୋନାକୁ ନେଇ ସମୀକ୍ଷା କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କରୋନା ସମୀକ୍ଷା କଲେ ନବୀନ

ଭୁବନେଶ୍ୱର: କରୋନା ସଂକ୍ରମଣକୁ ନେଇ ସମୀକ୍ଷା କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସମୀକ୍ଷା ବୈଠକରେ ମୁଖ୍ୟ ଶାସନ ସଚିବ, ଏସଆରସି, ସ୍ୱାସ୍ଥ୍ୟ ବିଭାଗ ଏସିଏସ ଉପସ୍ଥିତ ଥିବା ସୂଚନା ରହିଛି। ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରୁଛନ୍ତି। ରାଜ୍ୟର ସମସ୍ତ ଜିଲ୍ଲାପାଳ ଓ ଏସପିଙ୍କ ସହ ଆଲୋଚନା କରୁଛନ୍ତି ମୁଖ୍ୟମନ୍ତ୍ରୀ।

 

You might also like