ଭୁବନେଶ୍ୱର: କରୋନା ସଂକ୍ରମଣକୁ ନେଇ ସମୀକ୍ଷା କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସମୀକ୍ଷା ବୈଠକରେ ମୁଖ୍ୟ ଶାସନ ସଚିବ, ଏସଆରସି, ସ୍ୱାସ୍ଥ୍ୟ ବିଭାଗ ଏସିଏସ ଉପସ୍ଥିତ ଥିବା ସୂଚନା ରହିଛି। ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରୁଛନ୍ତି। ରାଜ୍ୟର ସମସ୍ତ ଜିଲ୍ଲାପାଳ ଓ ଏସପିଙ୍କ ସହ ଆଲୋଚନା କରୁଛନ୍ତି ମୁଖ୍ୟମନ୍ତ୍ରୀ।
ରାଜ୍ୟରେ କରୋନା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା: ଭିଡିଓ କନଫରେନସିଂ ଜରିଆରେ ସମୀକ୍ଷା କରୁଛନ୍ତି ମୁଖ୍ୟମନ୍ତ୍ରୀ; ସମସ୍ତ ଜିଲ୍ଲାପାଳ, ଏସ୍ପିମାନଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା, ମୁଖ୍ୟ ଶାସନ ସଚିବ, ଏସ୍ଆର୍ସି, ସ୍ୱାସ୍ଥ୍ୟ ବିଭାଗ, ଏସିଏସ୍ ଉପସ୍ଥିତ #Odisha
— ଓଟିଭି (@otvkhabar) March 23, 2021