ଜନ୍ମଦିନରେ ଗରିବଙ୍କୁ ସାହାଯ୍ୟ କରିବାକୁ କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ଏଥର ଜନ୍ମଦିନ କିପରି ପାଳନ କରବେ ସେ ନେଇ ଦିନକ ପୂର୍ବରୁ ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଦେଇଛନ୍ତି।

କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ଏଥର ଜନ୍ମଦିନ ପାଳନ କରିବେ ନାହିଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ପଷ୍ଟ କରିଛନ୍ତି। ଦଳୀୟ କର୍ମୀ ଓ ଶୁଭେଚ୍ଛୁମାନଙ୍କୁ ନୀବନ ନିବାସ ନ ଆସିବାକୁ ସେ ଅନୁରୋଧ କରିଛନ୍ତି। ସେହିପରି  ଗରିବ ଲୋକଙ୍କୁ ସାହାଯ୍ୟ କରିବାକୁ  ଆହ୍ୱାନ ଦେଇଛନ୍ତି। ଏଥିସହିତ ରକ୍ତଦାନ ଓ ପ୍ଲାଜମା ଦାନ କରିବାକୁ ଲୋକଙ୍କୁ ଆହ୍ୱାନ ଦେଇଛନ୍ତି।

ଦୀର୍ଘ ମାସ ଧରି ସାରା ବିଶ୍ୱ କଠିନ ସମୟ ଦେଇ ଗତି କରୁଛନ୍ତି। କରୋନା ମଣିଷ ଜୀବନକୁ ବିପର୍ଯ୍ୟସ୍ତ ହୋଇପଡ଼ିଛି।  ଗରିବ ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଦୋହଲି ପଡ଼ିଛି। ଏପରି ପରିସ୍ଥିତିରେ ଜନ୍ମଦିନ ନ ପାଳି ଗରିବ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ୱାନ ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ଟିକା ମାଗଣାରେ ଦିଆଯିବ କି? ରଣେନ୍ଦ୍ରଙ୍କ ପ୍ରଶ୍ନର ଜବାବ ରଖିଲା ବିଜେପି

ବିଶ୍ୱାସରେ ବିଷ ଦେଇଦେଲେ ସାଙ୍ଗ !

ଥାନା ଅଧିକାରିଣୀଙ୍କ ଶୁଭେଚ୍ଛା ବିଜ୍ଞାପନରେ ବିଧାୟକଙ୍କ ଫଟୋ ଓ ଦଳୀୟ ଚିହ୍ନ

‘ଓଡ଼ିଶା ଲୋକଙ୍କୁ ମାଗଣା ଟିକା ପାଇଁ କଥାଦେବାକୁ ପଛଘୁଞ୍ଚା କାହିଁକି?’

କୋରାପୁଟରେ ମାଓ ବିରୋଧୀ ପୋଷ୍ଟର

ରାସ୍ତାରୁ ଉଠୁ ନାହାନ୍ତି ମହିଳା

ବରମୁଣ୍ଡା ବ୍ରିଜ୍‌ ତଳୁ ମିଳିଲା ଯୁବକଙ୍କ କ୍ଷତାକ୍ତ ମୃତଦେହ

୨୯ରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା

ଓଡ଼ିଶାରେ କରୋନା ସ୍ଥିତି: ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୧,୬୩୩ କରୋନା ପଜିଟିଭ୍‌‌ ଚିହ୍ନଟ

ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ନିଖୋଜ ହୋଇଥିବା ବୀରମିତ୍ରପୁର ଥାନା ଦୁଷ୍କର୍ମ ପୀଡ଼ିତା ଉଦ୍ଧାର

You might also like