• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

ଭୁବନେଶ୍ୱର: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ଏଥର ଜନ୍ମଦିନ କିପରି ପାଳନ କରବେ ସେ ନେଇ ଦିନକ ପୂର୍ବରୁ ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଦେଇଛନ୍ତି।

କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ଏଥର ଜନ୍ମଦିନ ପାଳନ କରିବେ ନାହିଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ପଷ୍ଟ କରିଛନ୍ତି। ଦଳୀୟ କର୍ମୀ ଓ ଶୁଭେଚ୍ଛୁମାନଙ୍କୁ ନୀବନ ନିବାସ ନ ଆସିବାକୁ ସେ ଅନୁରୋଧ କରିଛନ୍ତି। ସେହିପରି  ଗରିବ ଲୋକଙ୍କୁ ସାହାଯ୍ୟ କରିବାକୁ  ଆହ୍ୱାନ ଦେଇଛନ୍ତି। ଏଥିସହିତ ରକ୍ତଦାନ ଓ ପ୍ଲାଜମା ଦାନ କରିବାକୁ ଲୋକଙ୍କୁ ଆହ୍ୱାନ ଦେଇଛନ୍ତି।

ଦୀର୍ଘ ମାସ ଧରି ସାରା ବିଶ୍ୱ କଠିନ ସମୟ ଦେଇ ଗତି କରୁଛନ୍ତି। କରୋନା ମଣିଷ ଜୀବନକୁ ବିପର୍ଯ୍ୟସ୍ତ ହୋଇପଡ଼ିଛି।  ଗରିବ ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଦୋହଲି ପଡ଼ିଛି। ଏପରି ପରିସ୍ଥିତିରେ ଜନ୍ମଦିନ ନ ପାଳି ଗରିବ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ୱାନ ଦେଇଛନ୍ତି।

Cm-will-not-celebrate-his-birthday-tomorrow
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories