ଆଜି ସବୁ ସରପଞ୍ଚଙ୍କ ସହ କଥା ହେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ସମସ୍ତ ସରପଞ୍ଚଙ୍କ ସହ ଆଜି କଥା ହେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋଭିଡ୍-୧୯ ପରିଚାଳନା ନେଇ ମୁଖ୍ୟମନ୍ତ୍ରୀ ସମସ୍ତ ସରପଞ୍ଚଙ୍କ ସହ   ଆଲୋଚନା କରିବେ ବୋଲି କୁହାଯାଉଛି । ଭିଡିଓ କନ୍ଫରେନ୍ସିଂ ଜରିଆରେ ଏହି ଆଲୋଚନା କରାଯିବ।

ମୋଟ ୬ ହଜାର ୭ ଶହ ୯୮ ପଞ୍ଚାୟତର ସରପଞ୍ଚଙ୍କ ସହ ଆଲୋଚନା କରିବେ। ଏଠି କହିରଖିବୁ, ପୂର୍ବରୁ କରୋନା ମୁକାବିଲା କ୍ଷେତ୍ରରେ ସରପଞ୍ଚଙ୍କୁ ଜିଲ୍ଲାପାଳ କ୍ଷମତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ।

ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତାରେ କରୋନା ମୁକାବିଲା ପାଇଁ ଲଢୁଥିବା ଡାକ୍ତର ଓ ସ୍ୱାସ୍ଥ୍ୟ ବିଭାଗ କର୍ମଚାରୀଙ୍କୁ ପ୍ରଶଂସା କରିବା ସହ ତାଙ୍କୁ ଏହି ଯୁଦ୍ଧର ସମ୍ମୁଖ ଯୋଦ୍ଧା ବୋଲି କହିଥିଲେ। ଏଥିସହିତ ସେମାନଙ୍କ ପାଇଁ ସହାୟତା ଘୋଷଣା କରିଥିଲେ।

ଆହୁରି ପଢ଼ନ୍ତୁ

ବିଜେଡିରେ କେଁ: ଇସ୍ତଫା ଦେଉ ଦେଉ ଦଳରୁ ବିଦା ହେଲେ ଯୁବ ନେତା

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁରୀ ଶାଢୀ ପଶ୍ଚିମବଙ୍ଗର ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

You might also like