• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Abinash Pati

କନ୍ଧମାଳ: ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ସନ୍ତାନ ପ୍ରସବ ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଜିଲ୍ଲା ପ୍ରଶାସନ। ମୋଟ୍ ୮ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ଜିଲ୍ଲାପାଳ। ଏଥିରେ ୩ ଜଣ ଆସିଷ୍ଟାଣ୍ଟ ସୁପରିଟେଣ୍ଡେଣ୍ଟଙ୍କୁ ନିଲମ୍ବିତ କରାଯାଇଥିବା ବେଳେ ଜଣେ ଏଏନ୍ଏମ୍, ୨ ଜଣ ମାଟ୍ରନ, ୨ ଜଣ କୁକ୍ କମ୍ ଆଟେଣ୍ଡାଣ୍ଟଙ୍କୁ କାର୍ଯ୍ୟରୁ ଅବ୍ୟାହତି କରାଯାଇଛି।

ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସୁପାରିଶ କରିଛନ୍ତି ଜିଲ୍ଲାପାଳ। ଏନେଇ ସେ ରାଜ୍ୟ ସରକାରଙ୍କୁ ଚିଠି ଲେଖି ସୁପାରିଶ କରିଛନ୍ତି। ୧୦ ଦିନରେ ତଦନ୍ତ କରି ରିପୋର୍ଟ ଦେବାକୁ ବାଲିଗୁଡ଼ା ଉପଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ଅନ୍ୟପଟେ ଛାତ୍ରୀଙ୍କ ବୟାନ ଭିତ୍ତିରେ ପୁଲିସ୍ ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି। ସଂପୃକ୍ତ ଛାତ୍ରୀ ଓ ଶିଶୁକନ୍ୟାକୁ ବାଲିଗୁଡ଼ା ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି।
ଅଧିକ ଖବର ପାଇଁ କ୍ଲିକ୍‌ କରନ୍ତୁ

Collector-took-action-in-school-girl-delivers-baby-in-kandhamal
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories