• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Odishatv Bureau

ଭୁବନେଶ୍ୱର: ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସ ସରଗରମ ହୋଇଛି। ଆଜି ସକାଳ ୯ଟାରୁ ଦିନ ୧୨ଟା ମଧ୍ୟରେ ଆଶାୟୀ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିବେ। ୪ ତାରିଖରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ୧୦ ତାରିଖରେ ହ୍ୱାଇ ଆଇ ଷ୍ଟାଣ୍ଡ ଫର୍ ମିଟିଂ ଏବଂ ୧୧ ତାରିଖରେ ମତଦାନ ହୋଇ ସେହିଦିନ ଅପରାହ୍ନରେ ଫଳାଫଳ ଘୋଷଣା ହେବ। ୧୨ ତାରିଖରେ ବିଜୟୀ ପ୍ରାର୍ଥୀ ଶପଥ ଗ୍ରହଣ କରିବେ।

ତେବେ ଛାତ୍ର ଅଶାନ୍ତି ପାଇଁ ରେଭେନ୍ସା ଓ ସମ୍ବଲପୁର ବିଶ୍ୱବିଦ୍ୟାଳୟ ସହିତ ରାଜ୍ୟର ଅନ୍ୟ ୫ଟି କଲେଜରେ ନିର୍ବାଚନ ବାତିଲ ହୋଇଛି। ବାଣୀବିହାରରେ ମଧ୍ୟ ଉପଯୁକ୍ତ ବାତାବରଣ ନଥିବା ଆଳ ଦର୍ଶାଇ କର୍ତ୍ତୃପକ୍ଷ ନିର୍ବାଚନ ବାତିଲ୍ କରିଛନ୍ତି ।

https://youtu.be/2w9EGKqAzJI

College-student-election-nomination-today
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories