ଓଟିଭି କ୍ୟାମେରାରେ କଏଦ ହେଲା ଶତାବ୍ଦୀର ପ୍ରଥମ ଧୂମକେତୁ

ଭୁବନେଶ୍ୱର: ଓଟିଭି କ୍ୟାମେରାରେ କଏଦ ହୋଇଛି ପ୍ରଥମ ଶତାବ୍ଦୀର ପ୍ରଥମ ଧୂମକେତୁ। ଭୁବନେଶ୍ୱର ଆକାଶରୁ ଆଜି ଏହି ବିରଳ ମହାଜାଗତିକ ଦୃଶ୍ୟକୁ ନିଜ ଟେଲି ଲେନ୍ସରେ କଏଦ କରିଛନ୍ତି ଫଟୋଗ୍ରାଫର ରାକେଶ ରାଉଳ। ଏହି ଫଟୋ ଧୂମକେତୁ ସି/୨୦୨୦ ଏଫ୍-୩ ବୋଲି ପଠାଣି ସାମନ୍ତ ପ୍ଲାନେଟାରିୟମ କର୍ତ୍ତୃପକ୍ଷ ସ୍ପଷ୍ଟ କରିଛନ୍ତି। ଖାଲି ଆଖିରେ ଦୃଶ୍ୟମାନ ହେଉଥିବା ଶତାବ୍ଦୀର ଏହି ପ୍ରଥମ ଧୂମକେତୁ ଆସନ୍ତା ୩୦ ତାରିଖ ଯାଏଁ ଦୃଶ୍ୟମାନ ହେବ।

ଏହି ଧୂମକେତୁଟି ୧୪ ତାରିଖରୁ ମହାକାଶରେ ଦୃଶ୍ୟମାନ ହେଉଛି। ୩୦ ତାରିଖ ପର୍ଯ୍ୟନ୍ତ ସବୁ ଦିନ ଧୀରେ ଧୀରେ ଏହା ଉପର ଆଡ଼କୁ ଗତି କରି ମାସ ଶେଷରେ ଦିଗ୍‌ବଳୟର ପ୍ରାୟ ୪୦ ଡିଗ୍ରୀ ଉପରେ ପହଞ୍ଚିବ।

ଦୀର୍ଘ ୨୩ ବର୍ଷ ପରେ ଏମିତି ଖାଲି ଆଖିରେ ଧୂମକେତୁ ଦେଖିବାର ସୁଯୋଗ ପାଇଛନ୍ତି ସାଧାରଣ ଲୋକେ। ଏହାପରେ ୬ ହଜାର ୮ ଶହ ବର୍ଷ ପରେ ଏହି ସମାନ ଧୂମକେତୁକୁ ପୁଣି ମହାକାଶରେ ଦେଖିବା ମିଳିବ ବୋଲି ମହାକାଶ ବିଜ୍ଞାନୀମାନେ କହିଛନ୍ତି।

ଆହୁରି ପଢ଼ନ୍ତୁ

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

You might also like