କଟକରେ କମିଶନରେଟ ପୁଲିସର ଗଣଦୌଡ଼

କଟକ : କମିଶନରେଟ୍ ପୁଲିସର ୧୧ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ଗଣଦୌଡ଼ ଆୟୋଜିତ ହୋଇଛି। କଟକ ପୁଲିସ ରିଜର୍ଭ ପଡ଼ିଆରେ ଏହି ଗଡ଼ଦୌଡ଼ ହୋଇଥିଲା।

ଚଳିତ ବର୍ଷ ଦୌଡ଼କୁ ହଁ ଏବଂ ନିଶାକୁ ନାଁ ଥିମ୍‌ରେ ଏହି ଦୌଡ଼ ଆୟୋଜିତ ହୋଇଛି। ଏହି ଅବସରରେ ପୁଲିସ କମିଶନର୍ ସତ୍ୟଜିତ୍ ମହାନ୍ତିଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀ ଓ କଳାକାର ଏହି କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ଟିକା ମାଗଣାରେ ଦିଆଯିବ କି? ରଣେନ୍ଦ୍ରଙ୍କ ପ୍ରଶ୍ନର ଜବାବ ରଖିଲା ବିଜେପି

ବିଶ୍ୱାସରେ ବିଷ ଦେଇଦେଲେ ସାଙ୍ଗ !

ଥାନା ଅଧିକାରିଣୀଙ୍କ ଶୁଭେଚ୍ଛା ବିଜ୍ଞାପନରେ ବିଧାୟକଙ୍କ ଫଟୋ ଓ ଦଳୀୟ ଚିହ୍ନ

‘ଓଡ଼ିଶା ଲୋକଙ୍କୁ ମାଗଣା ଟିକା ପାଇଁ କଥାଦେବାକୁ ପଛଘୁଞ୍ଚା କାହିଁକି?’

କୋରାପୁଟରେ ମାଓ ବିରୋଧୀ ପୋଷ୍ଟର

ରାସ୍ତାରୁ ଉଠୁ ନାହାନ୍ତି ମହିଳା

ବରମୁଣ୍ଡା ବ୍ରିଜ୍‌ ତଳୁ ମିଳିଲା ଯୁବକଙ୍କ କ୍ଷତାକ୍ତ ମୃତଦେହ

୨୯ରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା

ଓଡ଼ିଶାରେ କରୋନା ସ୍ଥିତି: ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୧,୬୩୩ କରୋନା ପଜିଟିଭ୍‌‌ ଚିହ୍ନଟ

ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ନିଖୋଜ ହୋଇଥିବା ବୀରମିତ୍ରପୁର ଥାନା ଦୁଷ୍କର୍ମ ପୀଡ଼ିତା ଉଦ୍ଧାର

You might also like