ବିଜେଡି ସରକାରଙ୍କ ବିରୋଧରେ ରାସ୍ତାକୁ ଓହ୍ଲାଇଲେ କଂଗ୍ରେସ ସମେତ ୧୩ ଦଳ

ଭୁବନେଶ୍ୱର: ମହାମାରୀ କରୋନା ସମୟରେ ରାଜ୍ୟ ସରକାରଙ୍କ ପରିଚାଳନାଗତ ବିଫଳତାକୁ ନେଇ ବିକ୍ଷୋଭ ପ୍ରକାଶ କରିଛି କଂଗ୍ରେସ୍‌।  ଏନେଇ କଂଗ୍ରେସ ସମେତ ରାଜ୍ୟର ୧୩ଟି ରାଜନୈତିକ ଦଳ ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନ୍ ଛକରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।

ତାଲା ବନ୍ଦ ଯୋଗୁ ରାଜ୍ୟ ତଥା ଦେଶର ଅର୍ଥନୀତି ବିପର୍ଯ୍ୟସ୍ତ ହୋଇପଡିଥିବା ସେମାନେ ଅଭିଯୋଗ ଆଣିଛନ୍ତି।  ଏନେଇ ସେମାନେ ଆଜି ରାଜ୍ୟପାଳଙ୍କୁ ଭେଟି ଦାବିପତ୍ର ଦେବେ। ଦେଶରେ କୋଭିଡ୍ ଟେଷ୍ଟିଂ ହାର ଯଥେଷ୍ଟ କମ୍ ରହିଥିବାରୁ ସଂକ୍ରମଣ ଦିନକୁ ଦିନ ବଢିଚାଲିଛି ବୋଲି ରାଜନୈତିକ ଦଳ ଗୁଡିକ ଅଭିଯୋଗ କରିଛନ୍ତି ।

ଏଥିସହ ପ୍ରବାସୀଙ୍କ ଦୁର୍ଦ୍ଦଶା, ଆୟକର ପରିସରଭୁକ୍ତ ହୋଇନଥିବା ପରିବାରକୁ ମାସିକ ୭ ହଜାର ୫୦୦ ଟଙ୍କା ଭଳି ବିଭିନ୍ନ ଦାବି ରଖିଛି ।

 

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like