‘ବାତ୍ୟା ପରବର୍ତ୍ତୀ ସ୍ଥିତି ମୁକାବିଲା କରିବାରେ ରାଜ୍ୟ ସରକାର ବିଫଳ’

ଭୁବନେଶ୍ୱର: ବାତ୍ୟା ପରବର୍ତ୍ତୀ ସ୍ଥିତି ମୁକାବିଲା କରିବାରେ ରାଜ୍ୟ ସରକାର ବିଫଳ ହୋଇଛନ୍ତି। ଏବେବି ରାଜଧାନୀ ଭୁବନେଶ୍ୱରର ଅନେକ ଅଞ୍ଚଳରେ ବିଦ୍ୟୁତ୍‌ ଆସିନଥିବା ବେଳେ ରାଜ୍ୟ ସରକାର ଭୁଲ୍‌ ତଥ୍ୟ ଦେଉଛନ୍ତି। ଏକ ସାମ୍ବାଦିକ ସମ୍ମିଳନୀ କରି କଂଗ୍ରେସ ଏଭଳି ଅନେକ ସଙ୍ଗୀନ ଅଭିଯୋଗ ଆଣିଛି।

ପୁରୀରେ ଟ୍ରକ୍‌ ଟ୍ରକ୍‌ ରିଲିଫ ସାମଗ୍ରୀ ବିଭିନ୍ନ ସ୍ଥାନରେ ରଖାଯାଇଥିବା ବେଳେ ଅନ୍‌ଲୋଡ୍‌ କରିବାକୁ ଲୋକ ନାହାନ୍ତି ବୋଲି ଦଳ ଅଭିଯୋଗ କରିଛି। ଗାଁ ଗୁଡିକରେ ଗଛ କାଟିବାକୁ ସରକାରୀ ଅଧିକାରୀ ମାନେ ପ୍ରତିବନ୍ଧକ ସୃଷ୍ଟି କରୁଥିବାରୁ ଗଛ ଗୁଡିକ ରାସ୍ତାରେ ପଡି ରହିଥିବା କଂଗ୍ରେସ ମୁଖପାତ୍ର ପ୍ରଶାନ୍ତ ଶତପଥୀ ଅଭିଯୋଗ କରିଛନ୍ତି।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like