କଂଗ୍ରେସ-ବାମ ଦଳ ନେତାଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଆସନ ବୁଝାମୁଣା ନେଇ ଆଲୋଚନା

ଭୁବନେଶ୍ୱର :  ନିର୍ବାଚନ ପୂର୍ବରୁ ସମଭାବାପନ୍ନ ଦଳ ସହ ଆସନ ବୁଝାମଣା କରିବାକୁ କଂଗ୍ରେସର କସରତ। ଆସନ ଭାଗବଣ୍ଟ ନେଇ କଂଗ୍ରେସ ସହ ବାମଦଳଙ୍କର ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଛି।

ବିରୋଧୀ ଦଳ ନେତା ନରସିଂହ ମିଶ୍ରଙ୍କ ଘରେ ହୋଇଥିବା ବୈଠକରେ  ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ବରିଷ୍ଠ ନେତା ବିଭୁ ତରାଇଙ୍କ ସହ ବାମଦଳର ବହୁ ବରିଷ୍ଠ ନେତା ଆଲୋଚନା କରିଛନ୍ତି। ଆଜି ସିପିଆଇ ସହ କଂଗ୍ରେସର ବୈଠକ ଶେଷ ହୋଇଥିବାବେଳେ ଆସନ୍ତାକାଲି ସିପିଏମ୍ ସହ ବୈଠକ ହେବ।

ପୂର୍ବ ବୈଠକ ଅପେକ୍ଷା ଏଥର ବୈଠକରେ  ସକରାତ୍ମକ ରହିଛି । କିଛି ଦିନ ମଧ୍ୟରେ ଆସନ ବୁଝାମୁଣା ନେଇ ଚୂଡ଼ାନ୍ତ ରୂପରେଖ ସାମ୍ନାକୁ ଆସିବ ବୋଲି ସୂଚନା ଦେଇଛନ୍ତି ସିପିଆଇ ରାଜ୍ୟ ସମ୍ପାଦକ ଆଶିଷ କାନୁନ୍‌ଗୋ।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

You might also like