କଂଗ୍ରେସ ନେତା ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ରଙ୍କ ଗାଡ଼ିକୁ ଆକ୍ରମଣ

ଭଦ୍ରକ(ତପନ ସ୍ୱାଇଁ) : କଂଗ୍ରେସ ନେତା ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ରଙ୍କ ଗାଡ଼ିକୁ ଆକ୍ରମଣ। ଭଦ୍ରକ ବନ୍ତ ଛକରେ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ରଙ୍କ ଗାଡ଼ି ଉପରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଜଣେ ମନ୍ତ୍ରୀଙ୍କ ସମର୍ଥକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।

କଂଗ୍ରେସ ନେତା ଆର୍ଯ୍ୟ କୁମାରଙ୍କ ଗାଡ଼ି କାଚ ଭାଙ୍ଗି ଯାଇଛି। ଗାଡ଼ି କାଚ ଭାଙ୍ଗିବା ସହ ଅଶ୍ଳୀଳ ଭାଷାରେ ଗାଳିଗୁଲଜ ଓ ଧମକ ଦେଇଥିବା ମଧ୍ୟ ଅଭିଯୋଗ ହୋଇଛି।

ଆହୁରି ପଢ଼ନ୍ତୁ

ଦିନକରେ ଓଡ଼ିଶାରେ ୩,୪୪୩ କରୋନା ପଜିଟିଭ୍‌ ଚିହ୍ନଟ, ଲୋକାଲ୍‌ କେସ୍‌ କେବଳ ୧,୪୨୬

ସରପଞ୍ଚ ଗଣିବେ ଲକ୍ଷେ ଟଙ୍କା ଫାଇନ୍‌

ପର୍ବତାରୋହୀ ଯୋଗବ୍ୟାସ ଭୋଇଙ୍କ ଉପରକୁ ଆକ୍ରମଣ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

ଭୁବନେଶ୍ୱରରୁ ୩୨୯ ପଜିଟିଭ ଚିହ୍ନଟ ଓ ୩୯୫ ସୁସ୍ଥ

You might also like