• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Odishatv Bureau

ଭୁବନେଶ୍ୱର: ୨୦୧୯ ସାଧାରଣ ନିର୍ବାଚନ ପାଇଁ ଆଗୁଆ ପ୍ରାର୍ଥୀ ତାଲିକା ଘୋଷଣା ଲାଗି କଂଗ୍ରେସ ଜୋରଦାର କସରତ ଚଳାଇଛି।

ଦ୍ୱିତୀୟ ଥର ପାଇଁ ଓଡ଼ିଶା ଆସି ବାରିପଦା ଓ ସମ୍ବଲପୁରରେ ଆଶାୟୀଙ୍କ ସହ AICC ସ୍କ୍ରିନିଂ କମିଟି ଆଲୋଚନା କରିଛି।

ଆଜି ସ୍କ୍ରିନିଂ କମିଟି ଅଧ୍ୟକ୍ଷ ଭି.ଡି. ସାଥୀସାନ୍  ବାଲେଶ୍ୱର, ଭଦ୍ରକ ଲୋକସଭା ଏବଂ ଏହା ଅଧୀନରେ ଥିବା ସମସ୍ତ ବିଧାନସଭା ନିର୍ବାଚନ ମଣ୍ଡଳୀର ଆଶାୟୀଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।

ସେହିପରି ସ୍କ୍ରିନିଂ କମିଟି ସଦସ୍ୟ ନୌସାଦ ସୋଲାଙ୍କି ସୁନ୍ଦରଗଡ଼ ଲୋକସଭା ଓ ତତ୍ ସଂଲଗ୍ନ ବିଧାନସଭା ନିର୍ବାଚନମଣ୍ଡଳୀ ଏବଂ ବଲାଙ୍ଗିର ଲୋକସଭା ଓ ଏହା ଅଧୀନରେ ଥିବା ବିଧାନସଭା ନିର୍ବାଚନମଣ୍ଡଳୀର ଆଶାୟୀଙ୍କ ସହ ଆଲୋଚନା କରିବେ।

Congress-is-preparing-for-upcoming-general-elections
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories