ରାଜ୍ୟପାଳଙ୍କୁ କୃଷକ ସେଲ୍‌ର ସ୍ମାରକପତ୍ର

ଭୁବନେଶ୍ୱର: ଚାଷୀ ରାଜନୀତିର ବିକ୍ଷୋଭ ଓ ସମାବେଶ ପ୍ରତିଯୋଗିତାରେ ଯୋଗ ଦେଇଛି କଂଗ୍ରେସ ଦଳ। ଏଥିପାଇଁ ଦଳର କୃଷକ ସେଲ୍ ତଥା କିଷାନ କଂଗ୍ରେସ ଏକ ଶୋଭାଯାତ୍ରାରେ ରାଜଭବନକୁ ଯାଇ ରାଜ୍ୟପାଳଙ୍କୁ ସ୍ମାରକପତ୍ର ଦେଇଛି।

କୃଷି ଋଣ ଛାଡ଼, ବୋନସ୍ ପ୍ରଦାନ ଓ ଧାନର MSP ୨୯୩୦ ଟଙ୍କା କରିବାକୁ ଦାବି କରାଯାଇଛି। କଂଗ୍ରେସ ଚେତାବନୀ ଦେଇଛି, ଦାବି ପୂରଣ ନ ହେଲେ ଦିଲ୍ଲୀରେ ନୁହେଁ, ପଲ୍ଲୀରେ ହେବ ଆନ୍ଦୋଳନ। ଉଭୟ ରାଜ୍ୟ ଓ କେନ୍ଦ୍ରକୁ ସତର୍କ କରି ଦଳ କହିଛି, ଋଣ କରି ଚାଷୀ ପିଉଛି ବିଷ, ନବୀନ-ନରେନ୍ଦ୍ର ଆୟୁଷ ଶେଷ।

କଂଗ୍ରେସ କୃଷକ ସେଲ ଆଜି କଂଗ୍ରେସ ଭବନରୁ ଏକ ଶୋଭାଯାତ୍ରାରେ ରାଜଭବନ ଯାଇ ରାଜ୍ୟପାଳଙ୍କୁ ସ୍ମାରକ ପତ୍ର ଦେଇଛନ୍ତି।

 

 

ଆହୁରି ପଢ଼ନ୍ତୁ

ନଭେମ୍ବରରେ କେମିତି ଚାଲିବ ସରକାରୀ ଅଫିସ, ଆସିଲା ଗାଇଡ୍‌ଲାଇନ୍

କମ୍ବିଂ ଅପରେସନ୍ ବେଳେ ପୋଲିସ-ମାଓବାଦୀ ମୁହାଁମୁହିଁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

ଫେସବୁକ୍‌ରେ ପ୍ରେମ ନିବେଦନ କରି ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ, ତା’ ପରେ…

ଘର ତିଆରି ପାଇଁ ୧୫ ହଜାର ଟଙ୍କାରେ ବିକିଥିଲେ ଶିଶୁ କନ୍ୟା 

You might also like