୨୫ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି

ଭୁବନେଶ୍ୱର: ଆସନ୍ତା ଜାନୁଆରୀ ୨୫ ତାରିଖରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି ଓଡ଼ିଶା ଆସିବେ। ଏନେଇ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇଛନ୍ତି। ସେହି ଦିନ ରାହୁଲ ଗାନ୍ଧି ଏକ ସାଧାରଣ ସଭା ଓ ଦଳୀୟ ମିଟିଂରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ବୋଲି ପିସିସି ସଭାପତି କହିଛନ୍ତି।

ତେବେ ରାହୁଲ ଗାନ୍ଧି ଉପକୂଳବର୍ତ୍ତୀ କୌଣସି ଏକ ଜିଲ୍ଲାରେ ସାଧାରଣ ସଭାରେ ଯୋଗ ଦେବେ ବୋଲି ଦିଲ୍ଲୀ ଗସ୍ତରେ ଯାଇଥିବା ନିରଞ୍ଜନ କହିଛନ୍ତି।

ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ଡିସେମ୍ବର ମାସ ୨୪ ତାରିଖ ଓ ଚଳିତ ବର୍ଷ ଜାନୁଆରୀ ମାସ ୫ ତାରିଖରେ ଓଡ଼ିଶା ଗସ୍ତ କରିଥିଲେ। ପୁଣି ଜାନୁଆରୀ ମାସ ୧୫ ତାରିଖରେ ପ୍ରଧାନମନ୍ତ୍ରୀ ଓଡ଼ିଶା ଗସ୍ତ କରିବେ।

ଆହୁରି ପଢ଼ନ୍ତୁ

ନଭେମ୍ବରରେ କେମିତି ଚାଲିବ ସରକାରୀ ଅଫିସ, ଆସିଲା ଗାଇଡ୍‌ଲାଇନ୍

କମ୍ବିଂ ଅପରେସନ୍ ବେଳେ ପୋଲିସ-ମାଓବାଦୀ ମୁହାଁମୁହିଁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

ଫେସବୁକ୍‌ରେ ପ୍ରେମ ନିବେଦନ କରି ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ, ତା’ ପରେ…

ଘର ତିଆରି ପାଇଁ ୧୫ ହଜାର ଟଙ୍କାରେ ବିକିଥିଲେ ଶିଶୁ କନ୍ୟା 

You might also like