କଂଗ୍ରେସରୁ ସୋନାଲି ସାହୁଙ୍କ ଇସ୍ତଫା

ଭୁବନେଶ୍ୱର: ସୁମିତ୍ରା ଜେନାଙ୍କ ପରେ ଆଉ ଜଣେ ମହିଳା ନେତ୍ରୀ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ଦଳର ମୁଖପାତ୍ର ଥିବା ସୋନାଲି ସାହୁ ଆଜି କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି।
ଦଳୀୟ ନେତୃତ୍ୱର ନିଷ୍କ୍ରିୟତାକୁ ଦାୟୀ କରି ସେ ଦଳ ଛାଡୁଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି।

You might also like