ଖୁବ୍ ଶୀଘ୍ର ବିଜେପୁର ପାଇଁ ପ୍ରାର୍ଥୀ ଘୋଷଣା କରିବ କଂଗ୍ରେସ୍

ଭୁବନେଶ୍ୱର : ଖୁବ୍ ଶୀଘ୍ର ବିଜେପୁର ପାଇଁ ପ୍ରାର୍ଥୀ  ଘୋଷଣା କରିବ କଂଗ୍ରେସ୍ । ଆଜି ଓ ଆସନ୍ତାକାଲି ସୁଦ୍ଧା ଦଳ ନିଜ ପ୍ରାର୍ଥୀ ନାଁ ଘୋଷଣା କରିପାରେ। ଆଜି ବସିଥିବା କଂଗ୍ରେସର ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏନେଇ ନିଷ୍ପତ୍ତି ହୋଇସାରିଛି । ଏବେ ୫ ଜଣଙ୍କ ନାଁକୁ ନେଇ ଚର୍ଚ୍ଚା ହେଉଛି । କମିଟି ଯାହା ନିଷ୍ପତ୍ତି ନେବ ତାକୁ ହିଁ ଦଳର ପ୍ରାର୍ଥୀ କରାଯିବ ବୋଲି କହିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। ସେପଟେ ଆଜିର ବୈଠକ ଅସମାପ୍ତ ରହିଥିବା କହିଛନ୍ତି ଚୟନ କମିଟି ଅଧ୍ୟକ୍ଷ ତଥା ବରିଷ୍ଠ ବିଧାୟକ ନରସିଂହ ମିଶ୍ର।

ବିଜେପୁର ନିର୍ବାଚନ ନେଇ ସଜବାଜ କରୁଛି କଂଗ୍ରେସ । ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସମେତ ନିର୍ବାଚନ କମିଟି ଅଧ୍ୟକ୍ଷ ନରସିଂହ ମିଶ୍ରଙ୍କ ଅଧ୍ୟକ୍ଷତାରେ ବସିଥିଲା ଏହି ମିଟିଂ। ଗତ ୧୯ ନିର୍ବାଚନରେ ବିଜେପୁରରେ ଅମାନତ ହରାଇଥିଲା କଂଗ୍ରେସ। ତୃତୀୟ ସ୍ଥାନରେ ଥିବା କଂଗ୍ରେସ ଏଥର ନିର୍ବାଚନରେ ନୂଆ ରଣନୀତି ପ୍ରସ୍ତୁତ କରିବ। ଏହି ବୈଠକରେ ବିଧାୟକ ସନ୍ତୋଷ ସିଂହ ସାଲୁଜା, ଅଧିରାଜ ପାଣିଗ୍ରାହୀ ସମେତ ବହୁ ବରିଷ୍ଠ ନେତା ଉପସ୍ଥିତ ଅଛନ୍ତି।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

OLA ଡ୍ରାଇଭରଙ୍କ ହାତଗୋଡ଼ ବାନ୍ଧି କାର୍‌ ଡିକିରେ ଭର୍ତ୍ତି କରି ନେଉଥିଲେ; ଅଧା ବାଟରେ ଘଟିଲା ଏମିତି ଘଟଣା

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୫୨ କରୋନା ଆକ୍ରାନ୍ତ

ରାଜ୍ୟରେ ବଢ଼ିଲା ବିଦ୍ୟୁତ୍ ଦର

ବରିଷ୍ଠ IPS ସ୍ତରରେ ଅଦଳବଦଳ

୨୫ରୁ ପୁଣି ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୦୧ କରୋନା ଆକ୍ରାନ୍ତ

ହାଇକୋର୍ଟଙ୍କ ନିର୍ଦ୍ଦେଶ: ଦୁଷ୍କର୍ମ ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କା ଦିଅ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

You might also like