• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

ଭୁବନେଶ୍ୱର: ଅଭିନେତା ପପୁ ପମ୍‌ପମଙ୍କ ଆଗାମୀ ଓଡ଼ିଆ ଫିଲ୍ମ 'ମିଷ୍ଟର କହ୍ନେୟା'ର ପୋଷ୍ଟରକୁ ନେଇ ଉଠିଛି ବିବାଦ।  ସୋଶାଲ୍ ମିଡିଆରେ ଏହି ପୋଷ୍ଟର ଭାଇରାଲ୍ ହେବା ସହ ପ୍ରଯୋଜନା ସଂସ୍ଥା ଏବଂ ଅଭିନେତା ପପୁଙ୍କୁ ତୀବ୍ର ସମାଲୋଚନା କରାଯାଉଛି।

ଏହି ପୋଷ୍ଟରରେ ପପୁ ୭ ଜଣ ଯୁବତୀଙ୍କ ସହ ନଜର ଆସୁଛନ୍ତି । ପୋଷ୍ଟରରେ ଝିଅମାନଙ୍କୁ ୭ଟି ଦଉଡ଼ିରେ ବନ୍ଧାଯାଇଛି ଏବଂ ସେ ସବୁ ଦଉଡ଼ିକୁ ପପୁ ନିଜ ହାତରେ ଧରିଥିବା ଦେଖିବାକୁ ମିଳିଛି।

ଏଭଳି ପୋଷ୍ଟର ମହିଳାଙ୍କ ପ୍ରତି ଅସମ୍ମାନ ବୋଲି ଦର୍ଶାଇ ସୋଶାଲ୍ ମିଡିଆରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଉଛି।  ତେବେ ଏନେଇ ଫିଲ୍ମର ପ୍ରଯୋଜନା ସଂସ୍ଥା କିମ୍ବା ଅଭିନେତା ପପୁ ପମ୍ ପମଙ୍କ ପ୍ରତିକ୍ରିୟା ମିଳିପାରିନି।

Controversy-for-mr-kanhaiya-film-poster
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories