Corona Death in Odisha: ରାଜ୍ୟରେ ୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ରୋଗୀ

ଭୁବନେଶ୍ୱର: ଓଡ଼ିଶାରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୩୭୧ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ ଆଉ ୧୩ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୪୧ରେ ପହଞ୍ଚିଛି।

Corona Death in Odisha

ସମ୍ବଲପୁର ଓ ସୁନ୍ଦରଗଡ଼ରୁ ସର୍ବାଧିକ ୩ ଜଣ ଲେଖାଏଁ ମୃତ୍ୟୁ ମୁଖରେ ପଡ଼ିଥିବାବେଳେ କଟକ ଓ ଗଞ୍ଜାମ ଜିଲ୍ଲାରୁ ୨ ଜଣ ଲେଖାଏଁ ଆଖି ବୁଜିଛନ୍ତି। ସେହିପରି କେନ୍ଦୁଝର, ଖୋର୍ଦ୍ଧା ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ:ଭାରତ ରେ ୨୪ ଘଣ୍ଟାରେ ୬୭,୧୫୧ ନୂଆ ପଜିଟିଭ୍ ଚିହ୍ନଟ

You might also like