ଆଖି ବୁଜିଲେ ୧୭ କରୋନା ରୋଗୀ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୭  କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା  ୧୦୫୭ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ମୟୂରଭଞ୍ଜରେ ୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବାବେଳେ ଭୁବନେଶ୍ୱରରୁ ୩ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ପୁରୀ, ସୁନ୍ଦରଗଡରୁ ୨ ଜଣ ଲେଖାଏ କରୋନ ରୋଗୀ ପ୍ରାଣ ହରାଇଛନ୍ତି। ଅନ୍ୟପକ୍ଷେ ବାଲେଶ୍ୱର, ବଲାଙ୍ଗୀର, ଜଗତସିଂହପୁର, ଝାରସୁଗୁଡା, କେନ୍ଦ୍ରାପଡାରେ ଜଣେ ଲେଖାଏ କରୋନା ରୋଗୀ ଆଖି ବୁଜିଛନ୍ତି।

ସୂଚନାଥାଉ କି, ଆଜି ରାଜ୍ୟରେ ଦିନକରେ ୨, ୨୭୫ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି।

 

ଆହୁରି ପଢନ୍ତୁ:- ଖୋର୍ଦ୍ଧାରେ କମୁଛି କରୋନା ପ୍ରଭାବ, ଚିହ୍ନଟ ହେଲେ ୩୬୪ ଆକ୍ରାନ୍ତ

 

ଆହୁରି ପଢ଼ନ୍ତୁ

ଏଠି ଏକ ସମ୍ବେଦନହୀନ ସରକାର ଚାଲିଛି- ଧର୍ମେନ୍ଦ୍ର

୪ ଦିନ ପରେ ଓଡ଼ିଶାରୁ ବିଦାୟ ନେବ ମୌସୁମୀ !

ରାଜଧାନୀରେ ଠାବ ହେଲା ନକଲି ୱାଟର ବଟ୍‌ଲିଂ କାରଖାନା

କୋଟିଏ ଟଙ୍କାରୁ ଅଧିକ ମୂଲ୍ୟର ଗଞ୍ଜେଇ ଜବତ

ପଶ୍ଚିମବଙ୍ଗ ଓ ବାଂଲାଦେଶ ମୁହାଁଉଛି ବଙ୍ଗୋପସାଗରରେ ସୃଷ୍ଟ ଡିପ୍ରେସନ୍‌

ମାତ୍ର ୬ ମିନିଟ୍‌ରେ ନୟାପଲ୍ଲୀରୁ ଏୟାରପୋର୍ଟ ପହଞ୍ଚିଲା ଆମ୍ବୁଲାନ୍ସ

ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଡ୍ରୟର୍‌ରୁ ମିଳିଲା ଲକ୍ଷାଧିକ ଟଙ୍କା

ଦିନକରେ ଆଖି ବୁଜିଲେ ୧୮ କରୋନା ରୋଗୀ

ଓଡ଼ିଶାରେ ତଳ ମୁହାଁ କରୋନା ଗ୍ରାଫ୍‌, ଦିନକରେ ୧,୭୯୩ ପଜିଟିଭ୍‌ ଚିହ୍ନଟ

ମାଟ୍ରିକ୍‌ ସପ୍ଲିମେଣ୍ଟାରୀରେ ତ୍ରୁଟିପୂର୍ଣ୍ଣ ମୂଲ୍ୟାୟନ: ୩୦ ମାର୍କରୁ ମିଳିଲା ୪୨

ଜାହାଜରୁ ଖସି ପଡ଼ିଲେ ୩ ନାବିକ

ଆଜି ପବିତ୍ର ମହା ସପ୍ତମୀ; ଖାଁ ଖାଁ ଲାଗୁଛି ପୂଜା ମଣ୍ଡପ

You might also like