• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

ଭୁବନେଶ୍ୱର: ଆଜି ରାଜ୍ୟରେ ୧୩  କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧, ୨୯ ୭ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଭୁବନେଶ୍ୱରରୁ, କଟକ, ନୂଆପଡା, ଅନଗୁଳ ଓ ବାଲେଶ୍ୱରରୁ ୨ ଜଣ ଲେଖାଏ କରୋନା ରୋଗୀ ଆଖି ବୁଜିଛନ୍ତି। ସେହିପରି କେନ୍ଦୁଝର, ସମ୍ବଲପୁର, ଜଗତସିଂହପୁରରୁ ଜଣେ ଲେଖାଏ କରୋନା ରୋଗୀ ଆଖି ବୁଜିଛନ୍ତି।

ସୂଚନାଥାଉ କି, ଆଜି ରାଜ୍ୟରେ  ୧,୬୧୭ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୮୭,୦୯୯ରେ ପହଞ୍ଚିଛି।

 

Corona-death-in-odisha-today-29th-october-1
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories