୨୪ ଘଣ୍ଟାରେ ଆଖି ବୁଜିଲେ ୧୭ କରୋନା ରୋଗୀ

ଭୁବନେଶ୍ୱର:ଆଜି  ରାଜ୍ୟରେ ୧୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। କଟକ ଓ ପୁରୀରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସେହିପରି ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ବୌଦ୍ଧ ଓ ଖୋର୍ଦ୍ଧାରୁ ୨ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ ଅନୁଗୁଳ, କେନ୍ଦୁଝର, ନବରଙ୍ଗପୁରରୁ ମଧ୍ୟ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି।

ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୨୪କୁ ବୃଦ୍ଧି ପାଇଛି।

You might also like