ଓଡ଼ିଶାରେ କରୋନା ସ୍ଥିତି; ୬ ଜଣ ଆଖି ବୁଜିଲେ

ଭୁବନେଶ୍ୱର : ଜଣଙ୍କ ପରେ ଜଣଙ୍କ ମୁଣ୍ଡ ନେଉଛି ମହାମାରୀ କରେ।ନା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୬ ଜଣଙ୍କ ପ୍ରାଣ ନେଇଛି କରେ।ନା । ତେବେ ଏ ପର୍ଯ୍ୟନ୍ତ ମେ।ଟରେ ୧୭୮୪ ଜଣଙ୍କ ମୁଣ୍ଡ ନେଇଛି କରେ।ନା ।

ସୂଚନ। ଓ ଲେ।କସମ୍ପର୍କ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଗତ କାଲି ପୁରୀରୁ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ସମ୍ବଲପୁର, ସୁନ୍ଦରଗଡ, ଝାରସୁଗୁଡ଼ା, ଖୋର୍ଦ୍ଧାରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

You might also like