ଓଡ଼ିଶାରେ କରୋନାରେ ଆଖି ବୁଜିଲେ ପୁଣି ୯

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ କରୋନାରେ ପୁଣି ଆଖି ବୁଜିଲେ ୯ଜଣ। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଦିଆଯାଇଛି।

ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୬୨ରେ ପହଞ୍ଚିଛି  ।

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଅନୁଯାୟୀ, ଗଞ୍ଜାମରେ ସର୍ବାଧିକ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ରାୟଗଡ଼ାରେ ୨, ଖୋର୍ଦ୍ଧା, ସମ୍ବଲପୁର, ମାଲକାନଗିରି, ବାଲେଶ୍ୱରରେ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

 

ଆହୁରି ପଢ଼ନ୍ତୁ

You might also like