• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ କରୋନାରେ ପୁଣି ଆଖି ବୁଜିଲେ ୯ଜଣ। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଦିଆଯାଇଛି।

ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୬୨ରେ ପହଞ୍ଚିଛି  ।

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଅନୁଯାୟୀ, ଗଞ୍ଜାମରେ ସର୍ବାଧିକ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ରାୟଗଡ଼ାରେ ୨, ଖୋର୍ଦ୍ଧା, ସମ୍ବଲପୁର, ମାଲକାନଗିରି, ବାଲେଶ୍ୱରରେ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

 

https://youtu.be/h4vbEMRgZQI

Corona-death-toll-9-today-18th-august
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories