ରାଜ୍ୟରେ ୧୭ କରୋନା ରୋଗୀ ଆଖି ବୁଜିଲେ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୭ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ମୋଟ ମୃତକଙ୍କ ସଂଖ୍ୟା ୧୧୨୧ ଛୁଇଁଛି।

ଭୁବନେଶ୍ୱରରୁ ସର୍ବାଧିକ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ କଟକରୁ ୨ ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି।

ସୂଚନାଥାଉ କି, ଦିନକରେ ଓଡ଼ିଶାରେ ୨୧୯୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ  ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ୱେଲ୍ ମାର୍କରେ ପରିଣତ

ପଥର ଖାଦାନରେ ଚାଲାଣକୁ ନେଇ ମୁହାଁମୁହିଁ ପେସା ଓ ସିପିଆଇଏମ୍

ବାଲେଶ୍ୱର ଉପନିର୍ବାଚନ: ଆକର୍ଷଣ ସାଜିଛନ୍ତି ୯୦ ବର୍ଷର ବେଣୁଧର

ଦଳୀୟ ନେତାଙ୍କୁ ଗୁରୁମନ୍ତ୍ର ଦେଲେ ଚେଲ୍ଲାକୁମାର

You might also like