ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୬ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୮୩ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

You might also like