ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୬ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୮୩ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Regret to inform of the demise of sixteen Covid positive patients while under treatment in hospitals.
1.A 45 year old male of Balasore district.
2.A 58 year old male of Bolangir district who was also suffering from Hypertension.
— H & FW Dept Odisha (@HFWOdisha) September 26, 2020