ଭୁବନେଶ୍ୱର: ଆଜି ରାଜ୍ୟରେ ୧୧ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୧, ୩୦୮ ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।
ଆଜି ଭୁବନେଶ୍ୱରରୁ,୨ ଜଣ ଲେଖାଏ କରୋନା ରୋଗୀ ଆଖି ବୁଜିଛନ୍ତି। ସେହିପରି ଅନୁଗୋଳ, ଝାରସୁଗୁଡ଼ା, କଟକ, ଗଞ୍ଜାମ, ଖୋର୍ଦ୍ଧା, କନ୍ଧମାଳ ଓ ନୂଆପଡ଼ାରୁ ଜଣେ ଲେଖାଏ କରୋନା ରୋଗୀ ଆଖି ବୁଜିଛନ୍ତି।
ସୂଚନାଥାଉ କି, ଗତ ୨୪ ଘଣ୍ଟା ମଧ୍ୟରେ ୧,୫୪୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
Regret to inform the demise of eleven #COVID19 positive patients while under treatment in hospitals.
1. A 55-year-old male of Angul district who was also suffering from Diabetes Mellitus.
2. A 40-year-old female of Bhubaneswar.
3. A 66-year-old male of Bhubaneswar.— H & FW Dept Odisha (@HFWOdisha) October 30, 2020