ରାଜ୍ୟରେ ଦିନକରେ ଆଖି ବୁଜିଲେ ୧୫ କରୋନା ରୋଗୀ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୫ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧୧୯୬ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଅନୁଗୋଳ ଓ ମୟୂରଭଞ୍ଜରୁ ସର୍ବାଧିକ ୩ ଜଣ ଲେଖାଏ କରୋନା ରୋଗୀ ଆଖି ବୁଜିଛନ୍ତି। ଢେଙ୍କାନାଳରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଭୁବନେଶ୍ୱର, ସୁବର୍ଣ୍ଣପୁରରୁ ମଧ୍ୟ୨ ଜଣ ଲେଖାଏ ଆକ୍ରାନ୍ତ ଆଖି ବୁଜିଛନ୍ତି।

ସୂଚନା ଥାଉ କି, ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ କମିବାରେ ଲାଗିଛି। ଆଜି ମଧ୍ୟ ଚିହ୍ନଟ ଅକ୍ରାନ୍ତଙ୍କ ସଂଖ୍ୟା ୨ ହଜାର ତଳେ ରହିଛି। । ସୂଚନା ଓ ଲୋକ ସମ୍ପର୍କ ବିଭାଗ ତଥ୍ୟ ଅନୁଯାୟୀ ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧୯୧୩ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

କମୁନି କରୋନା ପ୍ରଭାବ; ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୩୦, ଆଖି ବୁଜିଲେ ୧୬

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ପାଇଁ ପ୍ରସ୍ତାବ

‘ମୋ ବାପାଙ୍କୁ ଅଫିସରେ ଡିଏମ୍‌ ବହୁତ ମାନସିକ ନିର୍ଯାତନା ଦେଉଥିଲେ’

ନଦୀ ଘାଟରେ ଡଙ୍ଗା ଭସାଇବା ମନା

୬ ବର୍ଷ ବିତିଯାଇଥିଲେ ବି ବ୍ୟାରେଜ କାମ ଆଗୋଉନଥିବା ଅଭିଯୋଗ

୭ ଜଣଙ୍କ ଉପରେ ଚଢାଇଦେଇ ଚାଲିଗଲା ଡମ୍ପର

ବିଧାନସଭାରେ ଉଠିଲା ନୟାଗଡ଼ର ପରୀ ହତ୍ୟା ପ୍ରସଙ୍ଗ

ବିଧାନସଭାରେ ପୁରୀ ପୂର୍ବତନ ଏସ୍‌ପିଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ ଆଣିଲା କଂଗ୍ରେସ୍‌

ପରୀ ହତ୍ୟା ମାମଲା; ମନ୍ତ୍ରୀ ଅରୁଣ ସାହୁଙ୍କୁ ନେଇ ଉଠିଲା ପ୍ରଶ୍ନ

IIFL ଲୁଟ୍ ଘଟଣାର ପର୍ଦ୍ଦାଫାସ୍,‌ ମାଷ୍ଟରମାଇଣ୍ଡ ଆଉ କେହି ନୁହେଁ କମ୍ପାନୀର..

୨ ଦିନ ପରେ ନାଗାର୍ଜୁନ ବେଶ

‘ଝିଅକୁ ମାରିବାରେ ଅରୁଣ ସାହୁଙ୍କ ହାତ ଅଛି’

You might also like